Luke 1:39 — Compare Translations
7 translations compared side by side
Odia - 1840
"ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହାଇେ ୟିହୂଦାର ପାହାଡିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୁଦା ପ୍ରଦେଶର ଗୋଟିଏ ନଗରକୁଶୀଘ୍ର ଗମନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କାଳ ମିଳମ୍ବ ନ କରି ମରିୟମ ପ୍ରସ୍ତୁତ ହେଲେ ଓ ଅତି ଶୀଘ୍ର ପାର୍ବତ୍ୟ ଯିହୂଦା ପ୍ରଦେଶର ଏକ ସହରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ, ଜିଖରିୟ ଓ ଏଲୀଶାବେଥଙ୍କ ପାଖକୁ ଗଲେ ଠିକ୍ ତା’ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହୋଇ ଯିହୂଦାର ପାହାଡ଼ିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ಮರಿ ಗಡ್ಬಡಿನ್ ತಯಾರ್ ಹೊಲಿ, ಅನಿ ಜುದೆಯಾಚ್ಯಾ ಮಡ್ಡ್ಯಾಂಚ್ಯಾ ಎಕ್ ಶಾರಾಕ್ ಲುಗ್ಗುಲಗ್ಗುನಾ ಗೆಲಿ.