Luke 1:4 — Compare Translations

7 translations compared side by side

Odia - 1840
"ମୁଁ ଏଗୁଡିକ ଲେଖିବା ଫଳ ରେ ତୁମ୍ଭମାନେେ ଜାଣି ପାରିବ ଯେ ଆପଣଙ୍କୁ ଯାହା ସବୁ ଶିକ୍ଷା ଦିଆ ଯାଇଛି, ତାହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆପଣ ଯେସମସ୍ତ ବିଷୟ ଶିକ୍ଷା ପ୍ରାପ୍ତ ହୋଇଅଛନ୍ତି, ସେସବୁର ନିଶ୍ଚୟତା ଜ୍ଞାତ ହୋଇ ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ତୁମେ ଯେଉଁ ସମସ୍ତ ବିଷୟ ଅବଗତ ହୋଇଛ, ତାହାର ପୂର୍ଣ୍ଣ ସତ୍ୟତା ଯେପରି ଉପଲବ୍ଧି କରିପାର, ସେଥିପାଇଁ ମୁଁ ଏହା ଲେଖୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ಶಿಕ್ವಲ್ಲೆ ಸಗ್ಳೆ ಖರೆ ಮನುನ್ ದಾಕ್ವುನ್ ದಿವ್‌ಸಾಟ್ನಿ ಮಿಯಾ ಹೆ ಸಗ್ಳೆ ಲಿವ್ನ್ ಥವ್ಲಾ.