Luke 1:40 — Compare Translations

7 translations compared side by side

Odia - 1840
"ସେ ଜିଖରିୟଙ୍କ ଘରକୁ ଯାଇ ଏତୀଶାବେଥଙ୍କୁ ଅଭିବାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜିଖରିୟଙ୍କ ଘରକୁ ଯାଇ ଏଲିଶାବେଥ୍ଙ୍କୁ ଅଭିବାଦନ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜିଖରିୟଙ୍କ ଘରକୁ ଯାଇ ଏଲିଶାବେଥଙ୍କୁ ଅଭିବାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜೆಕರಿಯಾಚ್ಯಾ ಘರಾಕ್ ಗೆಲಿ, ಅನಿ ತೆನಿ ಎಲಿಜಾಬೆತಾಕ್ ನಮಸ್ಕಾರ್ ಕರ್‍ಲಿನ್.