Luke 1:42 — Compare Translations

7 translations compared side by side

Odia - 1840
"ଏଲୀଶାବେଥ ବଡ ପାଟି ରେ କହିଲେ, ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ଯା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦବୋକୁ ଯାଉଅଛ, ପରମେଶ୍ବର ତାହାକୁ ଧନ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତି ଉଚ୍ଚ ସ୍ଵରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି ଧନ୍ୟ ତୁମ୍ଭ ଗର୍ଭର ଫଳ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଲିଶାବେଥ୍ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଉଚ୍ଚ ସ୍ୱରରେ କହିଲେ, “ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ତୁମେ ପରମ ଧନ୍ୟା ଓ ତୁମେ ଯେଉଁ ସନ୍ତାନ ପ୍ରସବ କରିବ, ସେ ମଧ୍ୟ ଧନ୍ୟ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏଲୀଶାବେଥ ବଡ଼ ପାଟିରେ କହିଲେ, “ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ୟା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦେବାକୁ ଯାଉଅଛ, ପରମେଶ୍ୱର ତାହାକୁ ଧନ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।
Odia IRV 2017 (ଓଡିଆ ବାଇବେଲ)
ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಮೊಟ್ಯಾನ್ “ಸಗ್ಳ್ಯಾ ಬಾಯ್ಕಾಮನ್ಸಾಂಚ್ಯಾನ್ಕಿ ಜಾಸ್ತಿ ಆಶಿರ್ವಾದ್ ಗಾವಲ್ಲಿ ಬಾಯ್ಕೊಮನುಸ್ ತಿಯಾ, ಅನಿ ತುಜ್ಯಾ ಪೊಟಾನಿ ಜಲಮ್ತಲೊ ಪೊರ್‌ಬಿ ಲೈ ಮೊಟೊ ಆಶಿರ್ವಾದ್ ಗಾವಲ್ಲೊ!