Luke 1:43 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାେ ପ୍ରଭୁଙ୍କ ମାଆ ଏବଂ ତୁମ୍ଭେ ମାେ ପାଖକୁ ଆସିଛ! ମାେ ପାଇଁ ଏତେ ବଡ ଭଲ ଘଟଣା କାହିଁକି ଘଟିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋʼ ପ୍ରଭୁଙ୍କର ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ଉତ୍ତମତା କେଉଁଠାରୁ ହେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋର କେଡ଼େ ସୌଭାଗ୍ୟ, ମୋ’ ପ୍ରଭୁଙ୍କର ମାତା ମୋତେ ସାକ୍ଷାତ କରିବାକୁ ଆସିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ପ୍ରଭୁଙ୍କ ମା ଏବଂ ତୁମ୍ଭେ ମୋ’ ପାଖକୁ ଆସିଛ! ମୋ’ ପାଇଁ ଏତେ ବଡ଼ ଭଲ ଘଟଣା କାହିଁକି ଘଟିଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಮಾಲ್ಕಾಚಿ ಬಾಯ್ ಮಾಕಾ ಭೆಟುಕ್ ಯೆತಲೆ,ಹೆ ಎವ್ಡೆ ಮೊಟೆ ಘಡಿತ್ ಮಾಜೆ ವಾಂಗ್ಡಾ ಕಶೆ ಘಡುಕ್ ಹೊತಾ?”