Luke 1:44 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ଅଭିବାଦନର ସ୍ବର ଶୁଣିବା ମାତ୍ ରେ ମାରେ ଗର୍ଭସ୍ଥ ସନ୍ତାନ ଆନନ୍ଦ ରେ ନାଚି ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ଵର ମୋʼ କର୍ଣ୍ଣରେ ପ୍ରବେଶ କରିବାମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ସମ୍ଭାଷଣ ଶୁଣିବା ମାତ୍ରେ ମୋ’ ଗର୍ଭସ୍ଥ ଶିଶୁଟି ଆନନ୍ଦରେ ନାଚି ଉଠିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ଅଭିବାଦନର ସ୍ୱର ଶୁଣିବା ମାତ୍ରେ ମୋର ଗର୍ଭସ୍ଥ ସନ୍ତାନ ଆନନ୍ଦରେ ନାଚି ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ನಮಸ್ಕಾರಾಚೊ ಆವಾಜ್ ಕಾನಾತ್ ಪಡಲ್ಲ್ಯಾ ತನ್ನಾಚ್, ಮಾಜ್ಯಾ ಪೊಟಾತ್ಲ್ಯಾ ಪೊರಾನ್ ಕುಸಿನ್ ಹುಡಿ ಮಾರ್‍ಲ್ಯಾನ್.