Luke 1:45 — Compare Translations

7 translations compared side by side

Odia - 1840
"ତୁମ୍ଭେ ଧନ୍ଯା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ବାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ବାସ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବିଶ୍ଵାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ଧନ୍ୟା! ଈଶ୍ୱରଙ୍କ ବାର୍ତ୍ତା ସଫଳ ହେବ ବୋଲି ତୁମେ ବିଶ୍ୱାସ କରିପାରୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧନ୍ୟା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ୱାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ୱାସ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ದಿಲ್ಲಿ ಖಬರ್ ಖರಿ ಮನುನ್ ವಿಶ್ವಾಸ್ ಕರಲ್ಲಿ ತಿಯಾ ಕವ್ಡಿ ಧನ್ಯ್.