Luke 1:47 — Compare Translations

7 translations compared side by side

Odia - 1840
" ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ଵରଙ୍କଠାରେ ଉଲ୍ଲସିତ ହୋଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଅନ୍ତରାତ୍ମା ଉଲ୍ଲସିତ, କାରଣ ଈଶ୍ୱର ମୋର ତ୍ରାଣକର୍ତ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಸುಟ್ಕಾ ದಿತಲ್ಯಾ ದೆವಾಕ್ ಲಾಗುನ್ ಮಾಜ್ಯಾ ಜಿವಾಕ್ ಲೈ ಕುಸಿ ಹೊವ್ಕ್ ಲಾಗ್ಲಾ,