Luke 1:48 — Compare Translations
7 translations compared side by side
Odia - 1840
"ମାରେ କିଛି ମହତ୍ତ୍ବ ନାହିଁ, କିନ୍ତୁ ପରମେଶ୍ବର ମାେ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମାେତେ ସବୁ ଧନ୍ଯ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ଅଦ୍ୟାବଧି ପୁରୁଷାନୁକ୍ରମେ ସମସ୍ତେ ମୋତେ ଧନ୍ୟ ବୋଲି କହିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମୋ’ ଭଳି ନଗଣ୍ୟା ଦାସୀକୁ ସ୍ମରଣ କରିଛନ୍ତି। ବର୍ତ୍ତମାନଠାରୁ ସମସ୍ତେ ମୋତେ ଧନ୍ୟା ବୋଲି କହିବେ,
Odia Bible ERV 2004 (ପବିତ୍ର ବାଇବଲ)
ମୋର କିଛି ମହତ୍ତ୍ୱ ନାହିଁ, କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಾಜಿ ಎಗ್ದಮ್ ಕಿಳ್ ಗುಲಾಮಾಚಿ ಯಾದ್ ಕರ್ಲ್ಯಾನ್! ಹೆಚೆನ್ ಫಿಡೆ ಸಗ್ಳಿ ಲೊಕಾ ಮಾಕಾ ಎಕ್ ಬರೆ ಭಾಗ್ ಗಾವಲ್ಲಿ ಮನುನ್ ಬಲ್ವುತ್ಯಾತ್,