Luke 1:49 — Compare Translations
7 translations compared side by side
Odia - 1840
"କାରଣ ସର୍ବଶକ୍ତିମାନ ପରମେଶ୍ବର ମାେ ପାଇଁ ମହାନ୍ କାର୍ୟ୍ଯ ସବୁ କରିଛନ୍ତି। ତାହାଙ୍କର ନାମ ପବିତ୍ର ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସର୍ବଶକ୍ତିମାନ ଈଶ୍ୱର ମୋ’ ପାଇଁ ମହତ୍ କାର୍ଯ୍ୟ ସବୁ ସାଧନ କରିଛନ୍ତି। ତାଙ୍କର ନାମ ପବିତ୍ର!
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି। ତାହାଙ୍କର ନାମ ପବିତ୍ର ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಮೊಟ್ಯಾ ದೆವಾನ್ ಮಾಜೆಸಾಟಿ ಮೊಟಿ-ಮೊಟಿ ಕಾಮಾ ಕರ್ಲ್ಯಾನಾಯ್. ತೆಚೆ ನಾವ್ ಎಗ್ದಮ್ ಪವಿತ್ರ್ ಹಾಯ್;