Luke 1:5 — Compare Translations
7 translations compared side by side
Odia - 1840
"ହରେୋଦ ୟିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ 'ଅବିୟଙ୍କ' ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମକ ଜଣେ ଯାଜକ ଥିଲେ; ତାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାଙ୍କର ନାମ ଏଲୀଶାବେଥ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜିଖରିୟ ଓ ଏଲୀଶାବେଥ ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದ್ ಮನ್ತಲೊ ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ಯಾಚೊ ರಾಜಾ ಹೊವ್ನ್ ಹೊತ್ತ್ಯಾ ಕಾಲಾತ್, ಅಭಿಯಾ ಮನ್ತಲ್ಯಾ ಯಾಜಕಾಚ್ಯಾ ವರ್ಗಾಚೊ ಜೆಕರಿಯಾ ಮನ್ತಲೊ ಎಕ್ಲೊ ಯಾಜಕ್ ಹೊತ್ತೊ, ತೆಚ್ಯಾ ಬಾಯ್ಕೊಚೆ ನಾವ್ ಎಲಿಜಾಬೆತ್ ತಿ ಆರೊನಾಚ್ಯಾಚ್ ಘರಾನ್ಯಾಚಿ.