Luke 1:51 — Compare Translations

7 translations compared side by side

Odia - 1840
"ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆପଣା ବଳବାନ୍ ବାହୁ ପ୍ରସାରିତ କରି ଅହଂକାରୀମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି: ସେମାନଙ୍କର କଳ୍ପନାସବୁ ବ୍ୟର୍ଥ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚೊ ಲೈ ಮೊಟ್ಯಾ ತಾಕ್ತಿಚೊ ಬಾವ್ಳೊ ಫಿಡೆ ಕರ್‍ಲ್ಯಾನಾಯ್ ಅನಿ ಗರುಕಿನ್ ಹೊತ್ತ್ಯಾಂಚ್ಯಾ ಸಗ್ಳ್ಯಾ ಯವ್ಜನ್ಯಾ ಹಾಳ್ ಕರುನ್ ಟಾಕ್ಲ್ಯಾನ್.