Luke 1:52 — Compare Translations

7 translations compared side by side

Odia - 1840
"ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିକ୍ରମୀମାନଙ୍କୁ ସିଂହାସନଚ୍ୟୁତ କରିଅଛନ୍ତି, ଦୀନହୀନମାନଙ୍କୁ ଉନ୍ନତ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପରାକ୍ରମଶାଳୀ ରାଜାମାନଙ୍କୁ ସିଂହାସନଚ୍ୟୁତ କରିଛନ୍ତି ଓ ନମ୍ରମାନଙ୍କୁ ଉନ୍ନତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮೊಟ್ಯಾ-ಮೊಟ್ಯಾ ರಾಜಾಕ್ನಿ ತೆಂಚ್ಯಾ ಕುರ್ಚಿ ವೈನಾ ಖಾಲ್ತಿ ಹಾನ್ಲ್ಯಾನ್, ಅನಿ ಎಗ್ದಮ್ ಕಿಳ್ ಹೊತ್ತ್ಯಾಕ್ನಿ ವರ್‍ತಿ ಉಕಲ್ಲ್ಯಾನ್.