Luke 1:53 — Compare Translations
7 translations compared side by side
Odia - 1840
"ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କ୍ଷୁଧିତମାନଙ୍କୁ ଉତ୍ତମ ଆହାରରେ ପୂର୍ଣ୍ଣ କରିଛନ୍ତି ଓ ଧନୀମାନଙ୍କୁ ଶୂନ୍ୟ ହସ୍ତରେ ଫେରାଇ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ, କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಭುಕೆನ್ ಹೊತ್ತ್ಯಾಕ್ನಿ ಬರಿ-ಬರಿ ಸಾಮಾನಾ ದಿಲ್ಯಾನ್, ಅನಿ ಸಾವ್ಕಾರಾಕ್ನಿ ಖಾಲಿ ಹಾತಾನಿ ಫಾಟಿ ಪರ್ತುನ್ ಧಾಡ್ಲ್ಯಾನ್.