Luke 1:55 — Compare Translations
7 translations compared side by side
Odia - 1840
"ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦଖାଇବୋ ପାଇଁ ଦଇେଥିବା ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣା ଦାସ ଇସ୍ରାଏଲର ଉପକାର କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଚିରକାଳ ପାଇଁ ଅବ୍ରାହାମ ଓ ତାଙ୍କର ସମସ୍ତ ବଂଶଧରମାନଙ୍କୁ କୃପା ପ୍ରଦର୍ଶନ କରିବାକୁ ଭୁଲି ନାହାନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା, ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಬ್ರಾಹಾಮಾಚಿ ಯಾದ್ ಥವ್ನ್ ಘೆವ್ನ್ ದಯಾ ದಾಕ್ವುಲ್ಯಾನ್ ಅನಿ ತೆಚ್ಯಾ ಘರಾನ್ಯಾಚ್ಯಾ ಲೊಕಾಕ್ನಿ ಸದಾ ಸರ್ವತಾ ಪತರ್ ದಯಾ ದಾಕ್ವುಲ್ಯಾನ್!