Luke 1:57 — Compare Translations

7 translations compared side by side

Odia - 1840
"ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହବୋରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଏଲୀଶାବେଥଙ୍କ ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ସେ ଗୋଟିଏ ପୁତ୍ର ପ୍ରସବ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏଲିଶାବେଥ୍‌ଙ୍କୁ ପ୍ରସବ ସମୟ ଉପସ୍ଥିତ ହେଲା ଓ ସେ ଏକ ପୁତ୍ର ପ୍ରସବ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ଜନ୍ମ ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହେବାରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಲಿಜಾಬೆತಾನ್ ಪೊರಾಕ್ ಜಲಮ್ ದಿತಲೊ ಎಳ್ ಯೆಲೊ, ಅನಿ ತೆನಿ ಎಕ್ ಲೆಕಾಕ್ ಜಲಮ್ ದಿಲಿನ್.