Luke 1:58 — Compare Translations

7 translations compared side by side

Odia - 1840
"ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ଆତ୍ମୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କୁ କେଡ଼େ ଆଶ୍ଚର୍ଯ୍ୟଭାବେ ଦୟା କରିଛନ୍ତି, ଏ କଥା ଶୁଣି ତାଙ୍କର ପ୍ରତିବାସୀ ଓ ଆତ୍ମୀୟସ୍ୱଜନମାନେ ସମସ୍ତେ ତାଙ୍କ ସହିତ ଆନନ୍ଦ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ, ପ୍ରଭୁ ତାହାଙ୍କ ଉପରେ ଅଶେଷ ଦୟା କରିଛନ୍ତି। ସେମାନେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಚ್ಯಾ ಸೆಜಾರ್‍ಯಾನಿ ಅನಿ ಸೊಯ್ರ್ಯಾನಿ ಹಿ ಖಬರ್ ಆಯಿಕ್ಲ್ಯಾನಿ ಅನಿ ದೆವಾನ್ ತಿಚ್ಯಾ ಜಿವನಾತ್ ಕವ್ಡೆ ಮೊಟೆ ಕಾಮ್ ಕರ್‍ಲ್ಯಾನ್, ಮಟ್ಲ್ಯಾನಿ, ಅನಿ ತಿಚ್ಯಾ ವಾಂಗ್ಡಾ ತೆನಿಬಿ ಲೈ ಕುಶಿ ಹೊಲ್ಯಾನಿ.

Recommended Reading