Luke 1:6 — Compare Translations

7 translations compared side by side

Odia - 1840
"ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ବିଧି ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ଵରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦୁହେଁ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ, କାରଣ ସେମାନେ ତାହାଙ୍କର ସମସ୍ତ ଆଜ୍ଞା ଓ ବ୍ୟବସ୍ଥା ପାଳନ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೊಗೆಬಿ ದೆವಾಚ್ಯಾ ನದ್ರೆತ್ ಬರೆ ಹೊತ್ತೆ, ಅನಿ ಸರ್ವೆಸ್ವರ್ ದೆವಾಚ್ಯಾ ಗೊಸ್ಟಿಯಾ ಅನಿ ಖಾಯ್ದೆ ಬರೆ ಕರುನ್ ಪಾಳಿತ್, ತೆನಿ ಕಸ್ಲ್ಯಾಬಿ ಚುಕೆತ್ ನತ್ತ್ಯಾನಿ.