Luke 1:65 — Compare Translations
7 translations compared side by side
Odia - 1840
"ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ୟିହୂଦାର ସମସ୍ତ ପାହାଡିଆ ପ୍ରଦେଶ ରେ ଲୋକେ ଏହି ସବୁ ଘଟଣା ବିଷୟ ରେ ଚର୍ଚ୍ଚା କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନଙ୍କ ପ୍ରତିବାସୀସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହିସମସ୍ତ କଥା ଯିହୁଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତିବାସୀମାନେ ସମସ୍ତେ ଭୟଭୀତ ହେଲେ ଏବଂ ଏହି ସବୁ ଘଟଣାର ସମ୍ବାଦ ପାର୍ବତ୍ୟ ଯିହୂଦା ଦେଶର ଚତୁର୍ଦ୍ଦିଗରେ ବ୍ୟାପିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ଯିହୂଦାର ସମସ୍ତ ପାହାଡ଼ିଆ ପ୍ରଦେଶରେ ଲୋକେ ଏହିସବୁ ଘଟଣା ବିଷୟରେ ଚର୍ଚ୍ଚା କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕಲ್ಲಿ ಅಜು ಬಾಜುಚಿ ಲೊಕಾ ಭಿಂಯಾನ್ ಭರ್ಲಿ,ಅನಿ ಹಿ ಖಬರ್ ಜುದೆಯಾಚ್ಯಾ ಮಡ್ಯಾಂಚ್ಯಾ ಜಾಗ್ಯಾರ್ ಸಗ್ಳ್ಯಾಕ್ಡೆ ಫರ್ಗಟ್ಲಿ.