Luke 1:67 — Compare Translations
7 translations compared side by side
Odia - 1840
"ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ ଈଶ୍ୱରଙ୍କ ବାର୍ତ୍ତା ଜଣାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ଜିଖରିୟ ପରମେଶ୍ୱରଙ୍କ ସ୍ତୁତି କଲେ ତା’ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଉଠିଲେ। ସେ ଭବିଷ୍ୟଦ୍ବାଣୀ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಚೊ ಬಾಬಾ ಜೆಕರಿಯಾ ಪವಿತ್ರ್ ಆತ್ಮ್ಯಾನ್ ಭರ್ಲೊ, ಅನಿ ದೆವಾಚಿ ಬರಿ ಖಬರ್ ಸಾಂಗುಕ್ಲಾಲೊ.