Luke 1:68 — Compare Translations
7 translations compared side by side
Odia - 1840
"ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ଵର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
“ଆସ, ଆମେ ଇଶ୍ରାୟେଲର ପ୍ରଭୁ ଈଶ୍ୱରଙ୍କର ପ୍ରଶଂସା କରିବା। ସେ ତାଙ୍କ ଲୋକମାନଙ୍କର ମୁକ୍ତି ପାଇଁ ସାହାଯ୍ୟ କରିବାକୁ ଆସିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸ್ರಾಯೆಲಾಚ್ಯಾ ದೆವಾಚಿ ಸರ್ವೆಸ್ವರಾಚಿ ಸ್ತುತಿ ಕರುವಾ! ತೊ ಅಪ್ನಾಚ್ಯಾ ಲೊಕಾಂಚ್ಯಾ ಆದಾರಾಕ್ ಯೆಲೊ, ಅನಿ ತೆಂಕಾ ಸ್ವತಂತ್ರ್ ಕರುಕ್ ಯೆಲೊ.