Luke 1:69 — Compare Translations
7 translations compared side by side
Odia - 1840
"ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉତ୍ଥାପନ କରି
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମ ପାଇଁ ତାଙ୍କର ଦାସ ଦାଉଦଙ୍କ ବଂଶରୁ ଏକ ପରାକ୍ରମଶାଳୀ ତ୍ରାଣକର୍ତ୍ତା ଯୋଗାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ, ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚ್ಯಾ ಸೆವಕಾಚ್ಯಾ ದಾವಿದಾಚ್ಯಾ ಘರಾನ್ಯಾತ್ನಾ, ಅಮ್ಕಾ ಎಕ್ ಲೈ ಮೊಟೊ ಸುಟ್ಕಾ ದಿತಲೊ ಮಾನುಸ್ ದಿಲ್ಯಾನಾಯ್.