Luke 1:7 — Compare Translations

7 translations compared side by side

Odia - 1840
"କିନ୍ତୁ ସମାନଙ୍କେର କୌଣସି ସନ୍ତାନସନ୍ତତି ନଥିଲେ। ଏଲୀଶାବେଥ ବନ୍ଧ୍ଯା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢା ବୁଢୀ ହାଇେ ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଲିଶାବେଥ୍ ବନ୍ଧ୍ୟା ଥିବାରୁ ସେମାନେ ନିଃସନ୍ତାନ ଥିଲେ ଏବଂ ସେମାନଙ୍କ ବୟସ ଗଡ଼ି ଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಕಾ ಪೊರಾ ನತ್ತಿ. ಕಶ್ಯಾಕ್ ಮಟ್ಲ್ಯಾರ್ ಎಲಿಜಾಬೆತ್ ವಾಂಜ್ಡಿ ಹೊತ್ತಿ. ಎಲಿಜಾಬೆತ್ ಅನಿ ಜೆಕರಿಯಾ ಲೈ ಮ್ಹಾತಾರೆ ಹೊಲ್ಲೆ.