Luke 1:71 — Compare Translations
7 translations compared side by side
Odia - 1840
"ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଶତ୍ରୁମାନଙ୍କ ହସ୍ତରୁ ଏବଂ ଯେଉଁମାନେ ଆମକୁ ଘୃଣା କରନ୍ତି, ସେମାନଙ୍କ କବଳରୁ ସେ ଆମକୁ ଉଦ୍ଧାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ದುಸ್ಮಾನಾಂಚ್ಯಾ ಹಾತಿತ್ನಾ, ಅಮ್ಕಾ ತೆನಿ ರಾಕನ್ ಕರ್ಲ್ಯಾನ್ ಅನಿ ಅಮ್ಚೊ ದ್ವೆಸ್ ಕರ್ತಲ್ಯಾಂಚ್ಯಾ ಅದಿಕಾರಾತ್ನಾ ತೆನಿ ಅಮ್ಕಾ ಸೊಡ್ವುತಾ ಮನುನ್.