Luke 1:72 — Compare Translations

7 translations compared side by side

Odia - 1840
"ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଥିଲେ, ଆମ ପୂର୍ବପୁରୁଷମାନଙ୍କ ପ୍ରତି ଦୟା ପ୍ରଦର୍ଶନ କରିବେ ଏବଂ ତାଙ୍କ ପବିତ୍ର ନିୟମ ସେ ସଦା ସ୍ମରଣ କରୁଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦେଖାଇବେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವಾಡ್ ವಡ್ಲಾಂಚ್ಯಾ ವರ್‍ತಿ ದಯಾ ದಾಕ್ವುತಾ, ಅನಿ ಅದ್ದಿ ಕರಲ್ಲ್ಯಾ ಪವಿತ್ರ್ ಕರಾರಾಚಿ ಯಾದ್ ಥವ್ನ್ ಘೆತಾ, ಮನುನ್ ಸಾಂಗಟಲ್ಲ್ಯಾನ್.