Luke 1:73 — Compare Translations
7 translations compared side by side
Odia - 1840
"ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପୂର୍ବପୁରୁଷ ଅବ୍ରାହାମଙ୍କୁ ସେ ଶପଥ କରି କହିଥିଲେ, ଶତ୍ରୁମାନଙ୍କ ହସ୍ତରୁ ଆମକୁ ରକ୍ଷା କରିବେ ଏବଂ ନିର୍ଭୟରେ ତାଙ୍କ ସେବା କରିବା ନିମନ୍ତେ ଆମକୁ ସୁଯୋଗ ଦେବେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତା ଅବ୍ରାହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವಾಡ್ ವಡ್ಲಾ ಬಾಬಾ ಅಬ್ರಾಹಾಮಾಚ್ಯಾ ವಾಂಗ್ಡಾ ಕರಲ್ಲ್ಯಾ ಮನಾಕ್ ಲಾಗುನ್ ಕರಲ್ಲ್ಯಾ ಆನೆ ಸರ್ಕೆ,