Luke 1:74 — Compare Translations

6 translations compared side by side

Odia - 1840
"ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେପରି ଶତ୍ରୁହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଯାବଜ୍ଜୀବନ ତାହାଙ୍କ ଛାମୁରେ,
Odia Bible ERV 2004 (ପବିତ୍ର ବାଇବଲ)
ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಮ್ಕಾ ಅಮ್ಚ್ಯಾ ದುಸ್ಮಾನಾಂಚ್ಯಾ ಹಾತಾತ್ನಾ ಸೊಡ್ಸುತಾ ಮನುನ್ ಗೊಸ್ಟ್ ದಿಲ್ಲ್ಯಾನ್, ಅನಿ ಕಾಯ್ಬಿ ಭಿಂಯೆನಸ್ತಾನಾ ಅಪ್ನಾಚಿ ಸೆವಾ ಕರಿ ಸರ್ಕೆ ಕರ್‍ಲ್ಯಾನ್.