Luke 1:76 — Compare Translations
7 translations compared side by side
Odia - 1840
"ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେ ଶିଶୁ, ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ମୋର ପୁତ୍ର, ତୁମେ ସର୍ବୋପରିସ୍ଥ ଈଶ୍ୱରଙ୍କର ଏକ ଭାବବାଦୀରୂପେ ପ୍ରସିଦ୍ଧ ହେବ। ତୁମେ ପ୍ରଭୁଙ୍କର ଜଣେ ଅଗ୍ରଦୂତ ରୂପେ ତାଙ୍କ ନିମନ୍ତେ ତାଙ୍କ ପଥ ପ୍ରସ୍ତୁତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Odia IRV 2017 (ଓଡିଆ ବାଇବେଲ)
ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅನಿ ತುಕಾ, ಮಾಜ್ಯಾ ಪೊರಾ,ಮಹೊನ್ನತ್ ದೆವಾಚೊ ಪ್ರವಾದಿ ಮನುನ್ ಬಲ್ವುತ್ಯಾತ್. ಧನಿಯಾಚಿ ವಾಟ್ ತಯಾರ್ ಕರುಕ್, ತಿಯಾ ತೆಚ್ಯಾ ಫಿಡೆ-ಫಿಡೆ ಜಾತೆಯ್.