Luke 1:78 — Compare Translations
7 translations compared side by side
Odia - 1840
"ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭମାନଙ୍କ ପଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ଵରୁ ସୂର୍ଯ୍ୟୋଦୟ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଈଶ୍ୱର କୃପାବାନ୍ ଓ କୋମଳ ହୃଦୟ, ସେ ଆମ ପାଇଁ ପରିତ୍ରାଣର ସୂର୍ଯ୍ୟୋଦୟ କରାଇବେ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ, ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ದೆವ್ ಕನ್ನಾಬಿ ದಯಾ ದಾಕ್ವುತಲೊ ಅನಿ ಸಗ್ಳೆ ದಿತಲೊ. ಅನಿ ತೊ ಅಮ್ಚ್ಯಾ ವರ್ತಿ ಸುಟ್ಕಾ ದಿತಲೊ ಮೊಟೊ ಉಜ್ವೊಡ್ ಫಾಕಿ ಸಾರ್ಕೊ ಕರ್ತಾ,