Luke 1:79 — Compare Translations
7 translations compared side by side
Odia - 1840
"ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ଵାରା ପରିତ୍ରାଣଜ୍ଞାନ ଦେବା ନିମନ୍ତେ ତୁ ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ମୃତ୍ୟୁ ରୂପ ଅନ୍ଧକାର ଛାୟାରେ ବାସ କରନ୍ତି, ଶାନ୍ତି ପଥରେ ସେମାନଙ୍କୁ କଢ଼ାଇ ନେବା ପାଇଁ ସେ ସମସ୍ତଙ୍କ ଉପରେ ସ୍ୱର୍ଗରୁ ଆଲୋକ ପ୍ରଦାନ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸರ್ಗಾ ವೈನಾ ಮರ್ನಾಚ್ಯಾ ಭಿಂಯಾತ್ ಅನಿ ದಾಟ್ ಕಾಳ್ಕಾತ್ ಜಿವನ್ ಕರ್ತಲ್ಯಾಂಚ್ಯಾ ಸಗ್ಳ್ಯಾಂಚ್ಯಾ ವರ್ತಿ ಉಜ್ವೊಡ್ ಘಾಲುಕ್, ಅನಿ ಅಮ್ಚಿ ಪಾವ್ಲಾ ಶಾಂತಿಚ್ಯಾ ವಾಟೆನ್ ಚಲ್ವುನ್ ಘೆವ್ನ್ ಜಾವ್ಕ್”.