Luke 1:80 — Compare Translations

7 translations compared side by side

Odia - 1840
"ଶିଶୁଟି ଏହିପରି ବଢିବାକୁ ଲାଗିଲା ଓ ଆତ୍ମା ରେ ଦୃଢରୁ ଦୃଢତର ହବୋକୁ ଲାଗିଲା। ଇଶ୍ରାୟେଲ ରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ୟ୍ଯନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂର ରେ ଏକ ସ୍ଥାନ ରେ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବୟସ ବଢ଼ିବା ସଙ୍ଗେ ସଙ୍ଗେ ଶିଶୁଟିର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିଲା କିନ୍ତୁ ଇଶ୍ରାୟେଲ ଲୋକମାନଙ୍କ ସମକ୍ଷରେ ନିଜକୁ ପ୍ରକାଶ କରିବା ପର୍ଯ୍ୟନ୍ତ ସେ ନିର୍ଜ୍ଜନ ମରୁ ଅଞ୍ଚଳରେ ବାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಪೊರ್ ಆಂಗಾನ್ ಅನಿ ಮನಾನ್ ಮೊಟೊ ಹೊಲೊ, ಅನಿ ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ದಿಸಿ ಪತರ್ ಹಾಳ್ ಡಂಗ್ಳಿತುಚ್ ರ್‍ಹಾಲೊ.