Luke 1:9 — Compare Translations
7 translations compared side by side
Odia - 1840
"ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦା ବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦବୋ ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ଵାରା ତାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯାଜକୀୟ କର୍ମ ପାଇଁ ତାଙ୍କର ପାଳି ଥିଲା। ଯାଜକୀୟ ପ୍ରଥା ଅନୁଯାୟୀ ଗୁଳିବାଣ୍ଟ ଦ୍ୱାରା ବେଦୀ ଉପରେ ଧୂପ ଜଳାଇବା ପାଇଁ ସେ ମନୋନୀତ ହୋଇଥିଲେ। ସେଥିପାଇଁ ସେ ମନ୍ଦିର ଭିତରକୁ ଗଲେ। ସେଦିନ ସେ ମନ୍ଦିର ଭିତରେ ପ୍ରବେଶ କରି ଧୂପ ଦେବା ସମୟରେ
Odia Bible ERV 2004 (ପବିତ୍ର ବାଇବଲ)
ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
Odia IRV 2017 (ଓଡିଆ ବାଇବେଲ)
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾಜಕಾಂಚ್ಯಾ ಪದ್ದತಿ ಸರ್ಕೆ ದೆವಾಚ್ಯಾ ಗುಡಿತ್ ಧುಪ್ ಘಾಲುಕ್ ಮನುನ್ ಜೆಕರಿಯಾಕ್ ಚಿಟಿಯಾ ಘಾಲುನ್ ಎಚುನ್ ಕಾಡಲ್ಲ್ಯಾನಿ.