Luke 10:1 — Compare Translations
7 translations compared side by side
Odia - 1840
"ଏହାପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ୟିବାର ଯୋଜନା ଥିଲା, ସହେି ନଗର ଓ ସ୍ଥାନମାନଙ୍କୁ ସେ ସମାନଙ୍କେୁ ଦୁଇ ଦୁଇ ଜଣ ହିସାବ ରେ ନିଜେ ୟିବା ଆଗରୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପ୍ରେରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣଙ୍କୁ ମନୋନୀତ କଲେ ଏବଂ ତାଙ୍କର ଯେଉଁ ନଗର ଓ ସ୍ଥାନମାନଙ୍କୁ ଯିବାର ଥିଲା, ସେ ଯିବା ପୂର୍ବରୁ, ସେମାନଙ୍କୁ ଦୁଇ ଦୁଇ ଜଣ କରି ସେଠାକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବାସ୍ତରି ଜଣକୁ ପଠାଇଲେ ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ, ಜೆಜುನ್ ಅನಿ ಸತ್ತರಾರ್ ದೊನ್ ಜಾನಾಕ್ನಿ ಎಚುನ್ ಘೆಟ್ಲ್ಯಾನ್, ಅನಿ ಅಪ್ನಿ ಖೈ-ಖೈ ಜಾವ್ಚೆ ಮನುನ್ ಹೊತ್ತೆ, ಥೈ-ಥೈ ದೊಗ್ಯಾ-ದೊಗ್ಯಾಕ್ನಿ ವಾಂಗಡ್ ಕರುನ್ ಅಪ್ನಾಚ್ಯಾಕಿ ಫಿಡೆಚ್ ಧಾಡುನ್ ದಿಲ್ಯಾನ್.