Luke 10:14 — Compare Translations

7 translations compared side by side

Odia - 1840
"ବିଚାର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପାକ୍ଷା ଅଧିକ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ବିଚାରରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ବିଚାର ଦିନରେ ତୁମ୍ଭମାନଙ୍କ ଅପେକ୍ଷା ସୋର ଓ ସୀଦୋନକୁ ଅଧିକ ଦୟା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಡ್ತಿಚ್ಯಾ ದಿಸಿ ತಿರ್ ಅನಿ ಸಿದೊನಾಕ್ ತುಮ್ಚ್ಯಾನ್ಕಿ ಜಾಸ್ತಿ ದಯಾ ಗಾವ್ತಾ.