Luke 10:16 — Compare Translations

7 translations compared side by side

Odia - 1840
"ଯେତବେେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତ ରେ ମାେ କଥା ଶୁଣେ। ଯେତବେେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତବେେଳେ ଜଣେ ମାେତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେ କେହି ତୁମ କଥା ଶୁଣେ, ସେ ମୋ’ କଥା ଶୁଣେ; ଯେ କେହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ; ଏବଂ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।”
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಪ್ನಾಚ್ಯಾ ಶಿಸಾಕ್ನಿ “ಜೆ ಕೊನ್ ತುಮ್ಕಾ ಆಯಿಕ್ತಾ, ತೊ ಮಾಕಾ ಆಯಿಕ್ತಾ; ಕೊನ್ ತುಮ್ಕಾ ಮರ್‍ಯಾದ್ ದಿ ನಾ, ತೊ ಮಾಕಾ ಮರ್‍ಯಾದ್ ದಿ ನಾ; ಅನಿ ಕೊನ್ ಮಾಕಾ ಮರ್‍ಯಾದ್ ದಿ ನಾ, ತೊ ಮಾಕಾ ಧಾಡಲ್ಲ್ಯಾಕ್‍ ಮರ್‍ಯಾದ್ ದಿ ನಾ”, ಮನುನ್ ಸಾಂಗ್ಲ್ಯಾನ್.