Luke 10:19 — Compare Translations

7 translations compared side by side

Odia - 1840
"ଶୁଣ! ସାପ ଓ କଙ୍କଡାବିଛାମାନଙ୍କୁ ପାଦତଳେ ଦଳି ଦବୋକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦଇେଛି। ମୁଁ ତୁମ୍ଭମାନଙ୍କ ଶତୃ ପାଖ ରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦଇେଛି। ତୁମ୍ଭମାନଙ୍କର କହେି କିଛି କ୍ଷତି କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଣ! ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଇଛୁ, ଯେପରି ତୁମ୍ଭେମାନେ ସାପ ଓ କଙ୍କଡ଼ା ବିଛା ଉପରେ ଚାଲି ପାରିବ ଓ ଶତ୍ରୁ ଶୟତାନର ସମସ୍ତ ଶକ୍ତି ଉପରେ ଜୟଲାଭ କରିବ ଏବଂ କୌଣସି ବିଷୟ ତୁମର କ୍ଷତି କରି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಯ್ಕಾ! ಮಿಯಾ ತುಮ್ಕಾ ಸಗ್ಳೊ ಅದಿಕಾರ್ ದಿಲಾ, ತಸೆಮನುನ್ ತುಮಿ ಸಾಪಾಂಚ್ಯಾ ವರ್‍ತಿ, ಅನಿ ಇಂಚ್ವಾಂಚ್ಯಾ ವರ್‍ತಿ, ಅನಿ ದುಸ್ಮಾನಾಚ್ಯಾ ವರ್‍ತಿ ಜಿಕ್ತ್ಯಾಶಿ, ಅನಿ ತುಮ್ಕಾ ಕಾಯ್ಬಿ ಅಪಾಯ್ ಹೊಯ್ನಾ.