Luke 10:2 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଅମଳ ହବୋକୁ ପ୍ରଚୁର ଫସଲ ପଡି ରହିଛି। କିନ୍ତୁ ମୂଲିଆ ଖୁବ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ କହିଲେ, “ଫସଲ ପ୍ରଚୁର, କିନ୍ତୁ ଅମଳ କରିବାକୁ ମୂଲିଆଙ୍କ ସଂଖ୍ୟା ଅଳ୍ପ। କ୍ଷେତର ମାଲିକଙ୍କ ନିକଟରେ ପ୍ରାର୍ଥନା କର, ଯେପରି ସେ ତାଙ୍କର ଫସଲ ସଂଗ୍ରହ କରିବାକୁ ଅଧିକ ଲୋକ ପଠାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଅମଳ ହେବାକୁ ପ୍ରଚୁର ଫସଲ ପଡ଼ି ରହିଛି। କିନ୍ତୁ ମୂଲିଆ ଖୁବ୍ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ, “ಭರ್‍ಪುರ್ ಪಿಕ್ಕ್ ಯೆಲ್ಲೆ ಹಾಯ್, ಖರೆ ತೆ ಗೊಳಾ ಕರುಕ್ ಕಾಮ್ಗಾರಿ ಲೈ ಕಮಿ ಹಾತ್.ಪಿಕ್ಕಾಚ್ಯಾ ಯಜಮಾನಾಕ್ಡೆ ತೆಚೆ ಪಿಕ್ಕ್ ಗೊಳಾ ಕರುಕ್ ಕಾಮ್ಗಾರಿ ಧಾಡುನ್ ದಿ ಮನುನ್ ಮಾಗ್ನಿ ಕರಾ” ಮಟ್ಲ್ಯಾನ್.