Luke 10:20 — Compare Translations

7 translations compared side by side

Odia - 1840
"ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମନୁଛନ୍ତି। ତୁମ୍ଭମାନେେ ଖୁସି ହୁଅ। କାହିଁକି? ତୁମ୍ଭମାନଙ୍କ ପାଖ ରେ ଏ ଶକ୍ତି ଥିବା ଯୋଗୁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ବର୍ଗ ରେ ଲଖାେ ହାଇେଥିବା ୟୋଗୁ ଖୁସି ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ଵର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।”
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಗಿರೆ ತುಮಿ ಸಾಂಗಟಲ್ಲೆ ಆಯಿಕ್ತ್ಯಾತ್ ಮನುನ್ ಕುಶಿ ಹೊವ್‍ನಕಾಶಿ; ಸರ್‍ಗಾತ್ ತುಮ್ಚೆ ನಾವ್ ಲಿವಲ್ಲೆ ಹಾಯ್ ಮನುನ್ ಕುಶಿ ಹೊವಾ”, ಮಟ್ಲ್ಯಾನ್.