Luke 10:24 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭମାନେେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନକେ ଭବିଷ୍ଯଦ୍ବକ୍ତା ଓ ରାଜା ଚାହିଁଥିଲେ। କିନ୍ତୁ ସମାନେେ ଏସବୁ ଦେଖି ପରିନଥିଲେ। ତୁମ୍ଭମାନେେ ଏବେ ଯା ହେ ଶୁଣୁଛ, ତାହା ଶୁଣିବା ପାଇଁ ଅନକେ ଭବିଷ୍ଯଦ୍ବକ୍ତା ଓ ରାଜା ଚାହିଁଥିଲେ। କିନ୍ତୁ ସମାନେେ ଏସବୁ ଶୁଣି ପାରନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଯାହା ଦେଖିଛ, ତାହା ଦେଖିବା ପାଇଁ ଅନେକ ଭାବବାଦୀ ଓ ରାଜାମାନେ ଇଚ୍ଛା କରି ଥିଲେ, କିନ୍ତୁ ସେମାନେ ଦେଖି ପାରିଲେ ନାହିଁ। ତୁମ୍ଭେମାନେ ଯାହା ଶୁଣୁଛ, ସେମାନେ ତାହା ଶୁଣିବାକୁ ଇଚ୍ଛା କରିଥିଲେ; କିନ୍ତୁ ଶୁଣି ପାରିଲେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ୍ଭେମାନେ ଏବେ ଯାହା ଦେଖୁଛ, ତାହା ଦେଖିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଦେଖି ପାରି ନ ଥିଲେ। ତୁମ୍ଭେମାନେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ଅନେକ ଭବିଷ୍ୟ‌ଦ୍‌ବକ୍ତା ଓ ରାଜା ଗ୍ଭହିଁଥିଲେ। କିନ୍ତୁ ସେମାନେ ଏସବୁ ଶୁଣି ପାରି ନ ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾ ತುಮ್ಕಾ ಸಾಂಗ್ತಾ, ಲೈ ಪ್ರವಾದ್ಯಾಕ್ನಿ, ಅನಿ ರಾಜಾಕ್ನಿ, ತುಮಿ ಬಗಲ್ಲೆ ಬಗುಕ್, ಅನಿ ತುಮಿ ಆಯ್ಕಲ್ಲೆ ಆಯ್ಕುಕ್, ಮನ್ ಹೊತ್ತೊ, ಖರೆ ತೆಂಕಾ ಹೊವ್ಕ್ ನಾ.