Luke 10:25 — Compare Translations

7 translations compared side by side

Odia - 1840
"ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଧର୍ମଗୁରୁ ଆସି ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେ ପଚାରିଲେ, “ଗୁରୁ, ଅନନ୍ତ ଜୀବନ ପାଇବା ପାଇଁ ମୁଁ କ’ଣ କରିବି?”
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ ତା’ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ, ಎಕ್ ಖಾಯ್ದೆ ಶಿಕ್ವುತಲೊ ಮಾನುಸ್, ಜೆಜುಕ್ ಸಿರ್ಕುನ್ ಘಾಲುಸಾಟ್ನಿ ಮನುನ್ “ಗುರುಜಿ, ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಮಾಕಾ ಗಾವುಚೆ ತರ್ ಮಿಯಾ ಕಾಯ್ ಕರುಚೆ?” ಮನುನ್ ಇಚಾರುಲಾಲೊ.