Luke 10:26 — Compare Translations
7 translations compared side by side
Odia - 1840
"ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, ବ୍ଯବସ୍ଥାଶାସ୍ତ୍ର ରେ କ'ଣ ଲଖାେଅଛି? ସେଥି ହେ ତୁମ୍ଭେ କ'ଣ ପଢୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତାଙ୍କୁ କହିଲେ, ବ୍ୟବସ୍ଥାରେ କଅଣ ଲେଖା ଅଛି? ତୁମ୍ଭେ କିପରି ପାଠ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ର କ’ଣ କହେ? ତୁମେ ସେଗୁଡ଼ିକ କିପରି ବୁଝିଛ?”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି? ତୁମ୍ଭେ କିପରି ପାଠ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ “ಖಾಯ್ದ್ಯಾಚೆ ಪುಸ್ತಕ್ ಕಾಯ್ ಸಾಂಗ್ತಾ? ತೆ ತಿಯಾ ಕಶೆ ಕಳ್ವುನ್ ಘೆತೆಯ್?” ಮನುನ್ ಜವಾಬ್ ದಿಲ್ಯಾನ್.