Luke 10:27 — Compare Translations
7 translations compared side by side
Odia - 1840
"ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି କହିଲା, “‘ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ ପ୍ରଭୁ, ଈଶ୍ୱରଙ୍କୁ ପ୍ରେମ କର’; ଏବଂ ‘ତୁମର ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର’।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಮಾನ್ಸಾನ್ “ಸಗ್ಳ್ಯಾ ತುಜ್ಯಾ ಕಾಳ್ಜಾನ್,ಸಗ್ಳ್ಯಾ ತುಜ್ಯಾ ಜಿವಾನಿ, ಸಗ್ಳ್ಯಾ ತುಜ್ಯಾ ತಾಕ್ತಿನ್, ಅನಿ ಸಗ್ಳ್ಯಾ ತುಜ್ಯಾ ಮನಾನ್; ಸರ್ವೆಸ್ವರಾ ತುಜ್ಯಾ ದೆವಾಚೊ ಪ್ರೆಮ್ ಕರ್, ಅನಿ ತಿಯಾ ತುಕಾಚ್ ಕಸೊ ಪ್ರೆಮ್ ಕರ್ತೆ, ತಸೆ ತುಜ್ಯಾ ಸೆಜಾರ್ಯಾಚೊಬಿ ಪ್ರೆಮ್ ಕರ್, ಮನುನ್ ಖಾಯ್ದ್ಯಾಚೆ ಪುಸ್ತಕ್ ಸಾಂಗ್ತಾ” ಮಟ್ಲ್ಯಾನ್.