Luke 10:30 — Compare Translations

7 translations compared side by side

Odia - 1840
"ଏହି ପ୍ରଶ୍ନର ଉତ୍ତର ଦବୋକୁ ଯାଇ ଯୀଶୁ କହିଲେ, ଜଣେ ଲୋକ ୟିରୂଶାଲମରୁ ଯିରୀହାକେୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ ରେ ପଡିଲା। ସମାନେେ ତା' ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ ମାରି ଅର୍ଦ୍ଧମୃତ ଅବସ୍ଥା ରେ ପକାଇଦଇେ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଥରେ ଜଣେ ଲୋକ ଯିରୂଶାଲମରୁ ଯିରିହୋକୁ ଯାଉଥିବା ସମୟରେ ଡ଼କାୟତମାନେ ତାକୁ ଆକ୍ରମଣ କଲେ। ତା’ର ଲୁଗାପଟା ଛଡ଼ାଇ ନେଇ ମାଡ଼ ଦେଲେ ଓ ତାକୁ ଦରମରା କରି ଛାଡ଼ି ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಎಕ್ ಮಾನುಸ್ ಹೊತ್ತೊ, ತೊ ಜೆರುಜಲೆಮಾಕ್ನಾ, ಜೆರಿಕೊಕ್ ಜಾವ್‍ಲಾಗಲ್ಲೊ, ತನ್ನಾ ಚೊರಾನಿ ತೆಕಾ ಧರ್‍ಲ್ಯಾನಿ,ಅನಿ ತೆಚ್ಯೆಕ್ಡೆ ಹೊತ್ತೆ ಸಗ್ಳೆ ಕಾಡುನ್ ಘೆಟ್ಲ್ಯಾನಿ, ಅನಿ ತೆಕಾ ಮಾರುನ್ ಅರ್‍ದೊ ಜಿವ್ ಕರ್‍ಲ್ಯಾನಿ”,