Luke 10:31 — Compare Translations
7 translations compared side by side
Odia - 1840
"ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସହେି ରାସ୍ତା ଦଇେ ଯାଉଥିଲେ। ସହେି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, କିନ୍ତୁ ଲୋକଟିକୁ ଦେଖି, ସେ ଅନ୍ୟ ପାଖ ଦେଇ ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಎಕ್ ಉಲ್ಲ್ಯಾ ಎಳಾನ್, ಎಕ್ ಯಾಜಕ್ ಥೈತ್ನಾ ಪಾರ್ ಹೊವ್ನ್ ಜಾವ್ಲಾಗಲ್ಲೊ, ತೆನಿ ತ್ಯಾ ಮಾನ್ಸಾಕ್ ಬಗಟ್ಲ್ಯಾನ್, ಅನಿ ಕಡೆಕ್ನಾಚ್ ತೆಚ್ಯಾ ವಾಟೆನ್ ದಾಟುನ್ ಗೆಲೊ.