Luke 10:34 — Compare Translations
7 translations compared side by side
Odia - 1840
"ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ପାଖକୁ ଯାଇ ତାହାର କ୍ଷତସବୁରେ ତୈଳ ଓ ଦ୍ରାକ୍ଷାରସ ଢାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ଆପଣା ବାହନ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ଘେନିଯାଇ ତାହାର ସେବାଶୁଶ୍ରୂଷା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତା’ର କ୍ଷତ ଉପରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ପଟି ବାନ୍ଧିଲେ। ତା’ପରେ ସେ ନିଜର ବାହକ ପଶୁ ଉପରେ ଲୋକଟିକୁ ବସାଇ ଗୋଟିଏ ପାନ୍ଥଶାଳାକୁ ନେଇଗଲେ ଓ ସେଠାରେ ତା’ର ଯତ୍ନ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಚ್ಯಾ ಜಗ್ಗೊಳ್ ಗೆಲೊ, ಅನಿ ತೆಚ್ಯಾ ದುಕ್ಕಾಕ್ನಿ ತೆಲ್ ಅನಿ ವಾಯ್ನ್ ಲಾವ್ಲ್ಯಾನ್, ಅನಿ ದುಕ್ಕಾಕ್ನಿ ಫಾಳಿಯಾನಿ ಭಾಂದ್ಲ್ಯಾನ್. ಅನಿ ಅಪ್ನಾಚ್ಯಾ ಜನಾವರಾ ವರ್ತಿ ಬಸ್ವುನ್ ಘೆವ್ನ್, ತೆಕಾ ಎಕ್ ಘರಾಕ್ ಘೆವ್ನ್ ಗೆಲ್ಯಾನ್. ಅನಿ ತೆಚಿ ಉಳ್ಗಿ ಕರ್ಲ್ಯಾನ್.