Luke 10:36 — Compare Translations
7 translations compared side by side
Odia - 1840
"ଏହାପରେ ଯୀଶୁ କହିଲେ, ଏବେ କୁହ, ଡକାୟତମାନଙ୍କ ହାବୁଡ ରେ ପଡି ଆହତ ହାଇେଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ଯରୁ କିଏ ପ୍ ରମେଭାବ ଦଖାଇେଲେ ବୋଲି ତୁମ୍ଭେ ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ ଯୀଶୁ କହିଲେ, “ତୁମ ମତରେ ଏହି ତିନି ଜଣଙ୍କ ମଧ୍ୟରୁ ଡ଼କାୟତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକ ପ୍ରତି କିଏ ପ୍ରତିବାସୀ ତୁଲ୍ୟ ଆଚରଣ କଲା?”
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತುಜ್ಯಾ ಪರ್ಕಾರ್, ಹ್ಯಾ ತಿಗ್ಯಾನಿತ್ನಿ, ಹ್ಯಾ ಚೊರಾನಿ ಮಾರಲ್ಲ್ಯಾ ಮಾನ್ಸಾಕ್ ಕೊನ್ ಸೆಜಾರಿ ಹೊಲೊ?” ಮನುನ್ ಇಚಾರ್ಲ್ಯಾನ್.