Luke 10:38 — Compare Translations

7 translations compared side by side

Odia - 1840
"ଯୀଶୁଓ ତାହାଙ୍କ ଶିଷ୍ଯମାନେ ଯାତ୍ରା କରୁଥିବା ଅବସର ରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ବାଗତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମ୍ନୀ ଜଣେ ସ୍ତ୍ରୀଲୋକ ଆପଣା ଗୃହରେ ତାହାଙ୍କର ଆତିଥ୍ୟ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ବାଟରେ ଯିବାବେଳେ ଗୋଟିଏ ଗାଁକୁ ଗଲେ। ସେଠାରେ ମାର୍ଥା ନାମରେ ଜଣେ ମହିଳା ତାଙ୍କୁ ନିଜ ଗୃହକୁ ପାଛୋଟି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ଓ ମାର୍ଥା ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸದ್ದಿಚ್ಯಾ ಬಾಸೆನ್ ಜೆಜು, ಅನಿ ತೆಚಿ ಶಿಸಾ ತೆಂಚ್ಯಾ ವಾಟೆನ್ ತೆನಿ ಗೆಲ್ಯಾನಿ. ತೆನಿ ಎಕ್ ಗಾಂವಾತ್ ಗೆಲ್ಲ್ಯಾನಿ, ಥೈ ಮಾರ್ಥಾ ಮನ್ತಲ್ಯಾ ಎಕ್ ಬಾಯ್ಕೊಮನ್ಸಿನ್ ತೆಂಕಾ ಅಪ್ನಾಚ್ಯಾ ಘರಾಕ್ ಬಲ್ವುಲಿನ್.