Luke 10:39 — Compare Translations

7 translations compared side by side

Odia - 1840
"ମାର୍ଥାର ମରିୟମ ନାମ ରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖ ରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରୀୟମ ନାମ୍ନୀ ତାଙ୍କର ଜଣେ ଭଗ୍ନୀ ଥିଲେ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଭଉଣୀ ମରିୟମ ପ୍ରଭୁଙ୍କ ପାଦ ତଳେ ବସି ତାଙ୍କର ଶିକ୍ଷା ଶୁଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಕಾ ಮರಿ ಮನ್ತಲಿ ಭೆನ್ ಹೊತ್ತಿ, ತಿ ಜೆಜುಚ್ಯಾ ಇದ್ರಾಕ್ ಬಸುನ್, ತೆನಿ ಸಿಕ್ವುತಲೆ ಆಯ್ಕುಲಾಗಲ್ಲಿ.