Luke 10:4 — Compare Translations

7 translations compared side by side

Odia - 1840
"ସାଙ୍ଗ ରେ ଟଙ୍କା, ଥଳି, ୟୋତା କିଛି ହେଲେ ନିଅନାହିଁ। ରାସ୍ତା ରେ କାହାରି ସହିତ କଥାବାର୍ତ୍ତା ହବୋ ପାଇଁ ଅଟକି ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥଳି, ଝୋଲି ଓ ଯୋତା ନିଅ ନାହିଁ, ପୁଣି ବାଟରେ କାହାକୁ ନମସ୍କାର କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥଳୀ, ଭିକ୍ଷା ଝୋଲି କିମ୍ବା ପାଦୁକା ନିଅ ନାହିଁ। ବାଟରେ କାହାକୁ ଶୁଭେଚ୍ଛା ଜଣାଇବାକୁ ରୁହ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಸ್ಯಾಂಚಿ ಪಿಸ್ವಿ ಹೊಂವ್ದಿ, ಪಿಸ್ವಿ ಹೊಂವ್ದಿ ಚಪ್ಲಾ ಹೊಂವ್ದಿ ಘೆವ್‍ಕಾಶಿ; ವಾಟೆರ್ ಕೊನಾಕ್ಬಿ ನಮಸ್ಕಾರ್ ಕರುಕ್ ಇಬೆ ರಾವ್ನಕಾಶಿ”.