Luke 10:40 — Compare Translations
7 translations compared side by side
Odia - 1840
"ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମାର୍ଥା ପରିଚର୍ଯ୍ୟା ବିଷୟରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି, ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କହନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାର୍ଥାଙ୍କୁ ଯେଉଁ ସବୁ କାମ କରିବାକୁ ପଡ଼ିଲା, ସେଥିରେ ସେ ବ୍ୟତିବ୍ୟସ୍ତ ହୋଇ ଆସି କହିଲେ, “ପ୍ରଭୁ, ମୋର ଭଉଣୀ ସବୁ କାମ କରିବାକୁ ମୋତେ ଛାଡ଼ି ଦେଇଛି, ଏଥିପାଇଁ କ’ଣ ଆପଣଙ୍କର ଚିନ୍ତା ନାହିଁ? ମୋତେ ଆସି ସାହାଯ୍ୟ କରିବାକୁ ତାକୁ କୁହନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಕಾಮ್ ಅಪ್ನಿಚ್ ಕರ್ತಲೆ ಮನುನ್, ಮಾರ್ಥಾಕ್ ಬೆಜಾರ್ ಹೊಲೊ, ತಸೆ ಮನುನ್ ತಿ ಜೆಜುಕ್ಡೆ ಯೆಲಿ, ಅನಿ “ಗುರುಜಿ, ಸಗ್ಳೆ ಕಾಮ್ ಮಿಯಾಚ್ ಕರುಲಾಲಾ, ಅನಿ ಮಾಜಿ ಭೆನ್ ತುಜ್ಯಾ ಇದ್ರಾಕ್ ಬಸ್ಲಾ, ತಿಕಾ ತಿಯಾ ಕಾಯ್ಬಿ ಸಾಂಗಿನಾ ಹೊಲೆ? ತಿಕಾ ಯೆವ್ನ್ ಮಾಕಾ ಮಜತ್ ಕರ್ ಮನುನ್ ಸಾಂಗ್!” ಮಟ್ಲಿನ್.